ମାଲକାନଗିରି : ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାମରେ ହତ୍ୟା ମାମଲା ରୁଜୁ ହେବା ପରେ ତାଙ୍କୁ ବଦଳି କରାଯାଇ ଯୋଜନା ଓ ସଂଯୋଜନା ବିଭାଗର ଉପସଚିବ ପଦରେ ନିଯୁକ୍ତି ଦିଆଯାଇଛି। ୱାଇ. ବିଜୟ ହୋଇଛନ୍ତି ମାଲକାନଗିରିର ନୂଆ ଜିଲ୍ଲାପାଳ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
2020-11-16