ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହସ୍ପିଟାଲରେ ଚିକିତ୍ସିତ ଥିବା ନେଇ ସେ ଚିନ୍ତା ପ୍ରକଟ କରିଥିବା ବେଳେ ମମତାଙ୍କ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଥିବା ନେଇ ଟୁଇଟ କରି ସୂଚନା ଦେଇଛନ୍ତ।

ସୂଚନାଯୋଗ୍ୟ ଗତକାଲି ନନ୍ଦୀଗ୍ରାମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ ହୋଇ ଏସ୍ଏସ୍କେଏମ୍ ହସ୍ପିଟାଲ୍’ରେ ଭର୍ତ୍ତି ହୋଇଥିଲେ। ଏବେ ସେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ବଳାଗଣ୍ଠି ଓ କାନ୍ଧ ହାଡ଼ରେ ଭୀଷଣ ଆଘାତ ଲାଗିଥିବାରୁ ୪୮ ଘଣ୍ଟା ପର୍ଯ୍ୟବେକ୍ଷଣରେ ରଖାଯିବ ବୋଲି ଡାକ୍ତରମାନେ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button