ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ସମ୍ପର୍କରେ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଆଉ କହିଛନ୍ତି ମୋ ରିପୋର୍ଟ ପଜିଟିଭ ଆସିଛି। ତେଣୁ ନିକଟରେ ଯେଉଁମାନେ ମୋ ସଂପର୍କରେ ଆସିଥିଲେ ସେମାନେ ଆଇସୋଲେସନରେ ରହି କରୋନା ଟେଷ୍ଟ କରାଇବା ପାଇଁ ଶ୍ରୀ ସିଂହ ପରାମର୍ଶ ଦେଇଛନ୍ତି।

ମତାମତ ଦିଅନ୍ତୁ ।