ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର : ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ସେ ନିଜେ ଟ୍ୱିଟକରି ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହେବା ପରେ ସେ ହୋମ୍ ଆଇସୋଲେସନ୍ ଥିବାବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ କରୋନା ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି।

ମତାମତ ଦିଅନ୍ତୁ ।