ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଆଜି ୭୫ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଜନ୍ମଦିନର ଶୁଭେଚ୍ଛା ଜଣାଇ ନିଜ ଟୁଇଟରରେ ଲେଖିଛନ୍ତି ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା।

ମତାମତ ଦିଅନ୍ତୁ ।