ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେନି : ନବୀନ ନିବାସ ନ ଆସିବାକୁ ଶୁଭେଚ୍ଛୁଙ୍କୁ କଲେ ନିବେଦନ

ନ୍ମଦିନ ପାଳନ କରିବେନି ବୋଲି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଗତ ମାସରେ ବଡ଼ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହୋଇଥିବାରୁ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେନି। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ ୨୦୨୦ ଓ ୨୦୨୧ରେ କୋଭିଡ ସଂକ୍ରମଣ, ୨୦୧୯ରେ ବାତ୍ୟା ‘ଫନି’ ଓ ୨୦୧୮ରେ ବାତ୍ୟା ‘ତିତ୍‌ଲି’ ପାଇଁ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରି ନଥିଲେ।

Leave a Reply

Your email address will not be published. Required fields are marked *

Back to top button