ବରିଷ୍ଠ ଓଏଏସ ଅଫିସର ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧି ବିଜ୍ଞପ୍ତି ପ୍ରକାଶ ପାଇଛି।

janatakhabar.in

Leave a Reply

Your email address will not be published. Required fields are marked *

Back to top button