ଓଡିଶା ଏବେ ଶାନ୍ତି ଓ ବିକାଶର ନୂଆ ପରିଚୟ ହୋଇଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଓଡିଶା ଏବେ ଶାନ୍ତି ଓ ବିକାଶର ନୂଆ ପରିଚୟ ହୋଇଛି। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରି ଓଡିଶା ବିକାଶର ନୂଆ ପରିଭାଷା ସାଜିଛି। ବିକାଶ କେବଳ ଏକ ସରକାରୀ ଆଭିମୁଖ୍ୟ ହେବା ଉଚିତ ନୁହେଁ। ଜନସାଧାରଣ ହେଉଛନ୍ତି ବିକାଶର ଭାଗିଦାର। ଆମର ପ୍ରକୃତ ବିକାଶ ପାଇଁ ବିକାଶ ପ୍ରକ୍ରିୟାକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button