ଓଡ଼ିଶାରେ ଟିକା ପହଞ୍ଚିବା ନେଇ ଆନନ୍ଦ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ଟିକା ପହଞ୍ଚିବା ନେଇ ଆନନ୍ଦ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ୍‌ ଜରିଆରେ ସେ ଲେଖିଛନ୍ତି, ଓଡ଼ିଶା ଟିକାକରଣ ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ। ମୂଲ୍ୟବାନ ଜୀବନ ବଞ୍ଚାଇବାକୁ ନିରନ୍ତର ଟିକାକରଣ ଚାଲିବ। ଟିକାକରଣରେ ସ୍ୱାସ୍ଥ୍ୟ କର୍ମୀ ଓ ଅଙ୍ଗନବାଡ଼ିଙ୍କୁ ପ୍ରାଧାନ୍ୟ ଦିଆଯିବ।

ମତାମତ ଦିଅନ୍ତୁ ।