ସ୍ପେଶାଲ ଓଜେଇଇ ରେଜଲ୍ଟ ପ୍ରକାଶିତ

ଭୁବନେଶ୍ଵର : ଆଜି ସନ୍ଧ୍ୟାରେ ସ୍ପେଶାଲ ଓଜେଇଇ ରେଜଲ୍ଟ ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ପାଇଁ ଆଶାୟୀ ଛାତ୍ରଛାତ୍ରୀମାନେ ସେମାନଙ୍କର ରାଙ୍କ କାର୍ଡ ଓଜେଇଇ ୱେବସାଇଟ୍‌ www.ojee.nic ରୁ ଡାଉନ୍‌ଲୋଡ କରିପାରିବେ। ଏହି ପରୀକ୍ଷାର ବିଟେକ୍‌ରେ ୮,୬୫୫ ଜଣଙ୍କୁ ରାଙ୍କ କାର୍ଡ ମିଳିଥିବା ବେଳେ ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ଡପ୍ଲୋମାରେ ୪,୫୬୮ ଛାତ୍ରଛାତ୍ରୀ, ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ବିଏସ୍‌ସିରେ ୬୪, ବି ଫାର୍ମାରେ ୨,୪୪୨, ଏମ୍‌ବିଏରେ ୪,୨୮୭, ଏମ୍‌ସିଏରେ ୧,୭୪୩ ଜଣଙ୍କୁ ରାଙ୍କ କାର୍ଡ ମିଳିଛି।

Leave a Reply

Your email address will not be published. Required fields are marked *

Back to top button