୨୧ରୁ ବିଧାନସଭା

ଭୁବନେଶ୍ଵର : ଚଳିତମାସ ୨୧ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ। ଏହି ଅଧିବେଶନ ଡିସେମ୍ବର ୩୦ତାରିଖ ପର୍ଯ୍ୟନ୍ତ ଚାଲିବ।

ଖବର ଅନୁଯାୟୀ ଶନିବାର ବିଧାନସଭା ସଚିବାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି। ସେଥିରେ ୨୪ଟି ସରକାରୀ ଓ ୬ଟି ବେସରକାରୀ କାର୍ଯ୍ୟଦିବସ ଅନ୍ତର୍ଭୁକ୍ତ। ଏହାଛଡା ଆସନ୍ତାବର୍ଷ ମାର୍ଚ୍ଚ-ଏପ୍ରିଲରେ ସାଧାରଣ ନିର୍ବାଚନ ଥିବାରୁ ଏହି ଶୀତ ଅଧିବେଶନକୁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।

Leave a Reply

Your email address will not be published. Required fields are marked *

Back to top button