ଅକ୍ଟୋବର ୧୫ରେ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା

ଭୁବନେଶ୍ଵର : ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା-୨୦୨୨ର ଆସନ୍ତା ଅକ୍ଟୋବର ୧୫ ତାରିଖ (ରବିବାର)ରେ ହେବ ବୋଲି ହୋଇଛି। ଓଡ଼ିଶା ଲୋକସେବା ଆୟୋଗ ((ଓପିଏସସି) ପକ୍ଷରୁ ଏହି ପରୀକ୍ଷା ସମ୍ପର୍କିତ ବିସ୍ତୃତ ବିବରଣୀ ପରେ ଘୋଷଣା କରାଯିବ ବୋଲି କୁହାଯାଇଛି। ଅଧିକ ସୂଚନା ପାଇଁ ଆୟୋଗର ୱେବସାଇଟ୍ http://opsc.gov.in କୁ ଯିବାକୁ ପ୍ରାର୍ଥୀମାନଙ୍କୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button