ପତ୍ନୀଙ୍କୁ କରୋନା, କ୍ୱାରେଣ୍ଟିନ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଛି। ଏହା ଜଣାପଡିବା ପରେ ଆଜି ଅପରାହ୍ନରୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ନିଜକୁ କ୍ୱାରେଣ୍ଟିନ୍‌ରେ ରଖିଛନ୍ତି ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button