ପିପିଲି ଉପନିର୍ବାଚ : ଦଳୀୟ ନେତାଙ୍କୁ ଦାୟିତ୍ଵ ଦେଲେ ନବୀନ

ଭୁବନେଶ୍ଵର : ପିପିଲି ଉପନିର୍ବାଚନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ଵ ଦେଇଛନ୍ତି। ସମୀର ରଞ୍ଜନ ଦାଶ, ଅତନୁ ସବ୍ୟସାଚୀ ନାୟକଙ୍କୁ ପିପିଲି ବ୍ଲକ, ନବକିଶୋର ଦାଶ, ସୁଶାନ୍ତ ସିଂହ ଓ ବିଭୂତି ବଳବନ୍ତରାୟଙ୍କୁ ଡେଲାଙ୍ଗ ବ୍ଲକ ପାଇଁ ଦାୟିତ୍ଵ ପ୍ରଦାନ କରାଯାଇଛି। ଏହାଛଡା ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ଵ ମିଳିଥିବା ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button