ରେଳ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଥମେ ଟ୍ରେନ୍‌ ଦୁର୍ଘଟଣା ସ୍ଥଳ ବାଲେଶ୍ୱରର ବାହାନଗାକୁ ଯିବେ। ସେଠାରେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ। ଏହାପରେ ଗୁରୁତରମାନେ ଚିକିତ୍ସିତ ହେଉଥିବା କଟକ ଏସସିବି ମେଡିକାଲ କଲେଜକୁ ଯାଇ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବେ। ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହା ଜଣାପଡିଛି।

Leave a Reply

Your email address will not be published. Required fields are marked *

Back to top button