ପ୍ରବଳ ତାତି : ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳ ତାତି ଅନୁଭୂତ ହେବ। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ପାଣିପାଗ ବିଭାଗ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଶିଶୁ, ବୟସ୍କ ଓ ରୋଗୀଙ୍କୁ ଘରୁ ନବାହାରିବାକୁ ପରାମର୍ଶ ଦେଇଛି। ଏହି ସମୟରେ ବାହାରକୁ ବାହାରୁଥିଲେ ସତର୍କତା ମୂଳକ ପଦକ୍ଷେପ ନେବାକୁ କୁହାଯାଇଛି।

Leave A Reply

Your email address will not be published.