ପୁଣି ୫ ବିଧାୟକଙ୍କୁ କରୋନା

ଭୁବନେଶ୍ଵର : ବିଧାନସଭା ମୌସୁମୀ ଅଧିବେଶନ ଆଜି ଆରମ୍ଭ ହୋଇଛି। ପୂର୍ବରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଧାୟକ ଓ ମନ୍ତ୍ରୀମାନଙ୍କର କରୋନା ପରୀକ୍ଷା କରାଯାଇଥିଲା। ପୁଣି ୫ ଜଣ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ଏହି ବିଧାୟକମାନେ ହେଲେ ବିକ୍ରମ ପଣ୍ଡା, ଅଙ୍ଗଦ କହଁର, ସରୋଜ ମେହେର, ଜୟନ୍ତ ଷଡଙ୍ଗୀ ଓ ଭୁଦାନ ମୁର୍ମୁ।

ମତାମତ ଦିଅନ୍ତୁ ।