ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଗିରଫ

କଟକ : କଟକ ମହାନଗର ନିଗମର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଗିରଫ। ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଅଭିଯୋଗରେ ତାଙ୍କ ସହିତ ଆଉ ୩ ଜଣଙ୍କୁ ମଧ୍ୟ ଗିରଫ କରାଯାଇଛି। ଏଥିସହ ଜେଲରେ ଥିବା ଧଳସାମନ୍ତଙ୍କ ଘରୁ ପୋଲିସ ୧ ଲକ୍ଷ ଟଙ୍କା ଜବତ କରିଥିବା ଜଣାପଡିଛି। ପୂର୍ବରୁ ଡ଼ି-ବ୍ରଦର୍ସ ଲିଙ୍କ ଅଭିଯୋଗରେ ରଞ୍ଜିତା ଗିରଫ ହୋଇ ଜାମିନରେ ଆସିଛନ୍ତି।

ମତାମତ ଦିଅନ୍ତୁ ।