ପୁରୀରେ ନିଆଁଲାଗି ଜଳିଗଲା ୩ ବସ୍‌

ପୁରୀ : ପୁରୀ ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ. ୩ଟି ବସ୍ ନିଆଁ ଲାଗି ଜଳି ଯାଇଛି। କେଉଁ କାରଣରୁ ନିଆଁ ଲାଗିଲା ଜଣାପଡ଼ିନଥବା ବେଳେ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ। ତେବେ ଗୋଟିଏ ବସ୍‌ରେ ନିଆଁ ଲାଗିବା ପରେ ଦୁଇ ପାର୍ଶ୍ୱରେ ଛିଡ଼ା ହୋଇଥିବା ଅନ୍ୟ ୨ଟି ବସରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *

Back to top button