ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ବିଜୟା ଦଶମୀ ତଥା ଦଶହରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମା’ଦୁର୍ଗାଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟରେ ଲେଖିଛନ୍ତି ।

ମତାମତ ଦିଅନ୍ତୁ ।