ରାଜ୍ୟର ମୋଟ୍ ଋଣ ପରିମାଣ ୧ ଲକ୍ଷ ୨୨ ହଜାର ୯୧୭ କୋଟି

ଭୁବନେଶ୍ୱର : ଚଳିତବର୍ଷ ଶେଷ ସୁଦ୍ଧା ରାଜ୍ୟର ମୋଟ୍ ଋଣ ପରିମାଣ ୧ ଲକ୍ଷ ୨୨ ହଜାର ୯୧୭ କୋଟି ଟଙ୍କା ହେବ । ୨୦୧୧ -୧୨ରେ ମୁଣ୍ଡପିଛା ଋଣର ପରିମାଣ ୯୧୪୪ କୋଟି ଥିବା ବେଳେ ୨୦୨୧-୨୨ରେ ଏହି ପରିମାଣ ୨୩ ହଜାର ୭୬୧ କୋଟି ଟଙ୍କା।

ସୋମବାର ବିଧାନସଭାରେ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଅଣତାରକା ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ସେ କହିଛନ୍ତି ଏଜିଙ୍କ ତଥ୍ୟ ଅନୁଯାୟୀ ଜୁଲାଇ ଶେଷ ସୁଦ୍ଧା ଋଣ ଭାର ୧ ଲକ୍ଷ ୪ ହଜାର ୩୧୨ କୋଟି ହେବ।

Leave a Reply

Your email address will not be published. Required fields are marked *

Back to top button