ରାଜ୍ୟସଭା ସାଂସଦ ଅମର ସିଂହଙ୍କ ପରଲୋକ

ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ତଥା ପୂର୍ବତନ ସମାଜବାଦୀ ନେତା ଅମର ସିଂହଙ୍କର ଆଜି ସିଙ୍ଗାପୁରରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। କିଛି ମାସ ହେବ ସିଙ୍ଗାପୁରରେ ଚିକିତ୍ସାଧୀନ ଥିଲେ। ସେଠାରେ ତାଙ୍କ ପରିବାରବର୍ଗ ଉପସ୍ଥିତ ଥିଲେ।

ମତାମତ ଦିଅନ୍ତୁ ।