Breaking Newsରାଜ୍ୟ

ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ

କଟକ : ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କର ଆଜି ଅପରାହ୍ନରେ ପରଲୋକ କଟକ ଶ୍ରୀରାମ ଚନ୍ଦ୍ର ଭଂଜ‌ ମେଡିକାଲ କଲେଜ ଓ ହସ୍‌ପିଟାଲରେ ପରଲୋକ ହୋଇଯାଇଛି। ଅସୁସ୍ଥତା କାରଣରୁ କିଛି ଦିନ ପୂର୍ବରୁ ତାଙ୍କୁ ଏସ୍‌ସିବିରେ ଭର୍ତ୍ତି କରାଯାଇଥିଲା। ବ୍ରେନ୍‌ ଷ୍ଟୋକ୍‌ ଯୋଗୁଁ ପଦ୍ମଶ୍ରୀ ରାଓଙ୍କର ବିୟୋଗ ହୋଇଥିବା ନେଇ ତାଙ୍କ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀ ରାଓଙ୍କ ଦେହାନ୍ତ ଖବର ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି।

ମତାମତ ଦିଅନ୍ତୁ ।

Back to top button