ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ ସିଲ୍

ଭୁବନେଶ୍ୱର : ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପଳାସପଲ୍ଲୀସ୍ଥିତ କାର୍ଯ୍ୟାଳୟ ୧୫ ଦିନ ପାଇଁ ବନ୍ଦ କରିବାକୁ ଭୁବନେଶ୍ୱର ମହାନଗର ନିଗମ ନୋଟିସ ଦେଇଛି। କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ଆଜି ବିଏମସିର ଏକ ଟିମ୍ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଭୁବନେଶ୍ୱର କାର୍ଯ୍ୟାଳୟରେ ପହଞ୍ଚି ତନାଘନା କରିଥିବା ବେଳେ ୧୫ ଦିନ ପାଇଁ ଅଫିସ୍ ସିଲ୍ ହେଲା ବୋଲି ନୋଟିସ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।