ସାଂସଦ ସୁରେଶ ପୂଜାରୀଙ୍କୁ କରୋନା

ଭୁବନେଶ୍ୱର : ବରଗଡ଼ ସାଂସଦ ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି କରୋନାର ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି ପରୀକ୍ଷା କରିଥିଲି। ଆଜି ରିପୋର୍ଟ ପଜିଟିଭ୍ ଆସିଥିବା ବରଗଡ଼ ଜିଲ୍ଲାପାଳ ମୋତେ ସୂଚନା ଦେଇଛନ୍ତି। ସମ୍ବଲପୁର ଓ ବରଗଡ଼ ଜିଲ୍ଲାପାଳ ଓ ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ ଆଇସୋଲେସନରେ ଅଛି ଏବଂ ସୁସ୍ଥ ଅଛି।

ମତାମତ ଦିଅନ୍ତୁ ।