ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର

ଭୁବନେଶ୍ୱର : ଅନେକ ଲୋକପ୍ରିୟ ଓଡ଼ିଆ ଭଜନ ଗାଇଥିବା କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର। ଏବେ ଏକ ଘରୋଇ ହସ୍ପିଟାଲର ଭେଣ୍ଟିଲେଟରରେ ତାଙ୍କର ଚିକିତ୍ସା ଚାଲିଛି। ଦୀର୍ଘ ୭ ଦିନ ହେବ ଘରୋଇ ହସପିଟାଲରେ ଚିକିତ୍ସା ଚାଲିବା ପରେ ତାଙ୍କର ସ୍ଵାସ୍ଥ୍ୟାବସ୍ଥା ଧୀରେ ଧୀରେ ସୁଧୁରିଛି। କିନ୍ତୁ ମୃତ୍ୟୁ ଖବର ଗୁଜବ ବୋଲି ଶାନ୍ତିଲତା କଲ୍ଚରାଲ ଟ୍ରଷ୍ଟ ସଦସ୍ୟଙ୍କ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button