ସାରସକଣା : ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଭୁବନେଶ୍ଵର : ମୟୁରଭଞ୍ଜ ଜିଲ୍ଲାର ସାରସକଣାଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *

Back to top button