April 4, 2020

କ୍ୟାବିନେଟ୍‌ରେ ୫ଟି ପ୍ରସ୍ତାବକୁ ମଞ୍ଜୁରୀ ସୂଚନା

ଭୁବନେଶ୍ଵର : ଲୋକସେବା ଭବନରେ ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାଯାଇଛି। ବିଧାନସଭା ବଜେଟ୍‌ ଅଧିବେଶନ ଚାଲୁଥିବାରୁ କ୍ୟାବିନେଟ୍‌ ନିଷ୍ପତ୍ତି ସମ୍ପର୍କିତ କୌଣସି ସୂଚନା ଦିଆଯାଇନାହିଁ।

Leave a Reply

Your email address will not be published. Required fields are marked *