ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ

ଭୁବନେଶ୍ଵର : ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳବିରୋଧୀ କାର୍ଯ୍ୟ ପାଇଁ ଏ ଦୁଇ ନେତାଙ୍କୁ ବିରୁଦ୍ଧରେ ଦଳର ସଭାପତି ଗ୍ରହଣ କରିଛନ୍ତି କାର୍ଯ୍ୟାନୁଷ୍ଠାନ। ଏକ ବିଜ୍ଞପ୍ତି ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଏହି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button