ଦଶମରେ ଗଣିତ ନଥିଲେ +୨ରେ ବିଜ୍ଞାନ, ବାଣିଜ୍ୟ ପଢ଼ିବା ମନା

ଭୁବନେଶ୍ୱର : ଦଶମ ଶ୍ରେଣୀରେ ଗଣିତ ବିଷୟରେ ଶିକ୍ଷା‌ ଗ୍ରହଣ କରି ନ ଥିଲେ ଯୁକ୍ତ୨ରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପାଠ ପଢ଼ିପାରିବେ ନାହିଁ । ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ନାମଲେଖା ଚାଲିଥିବା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏଭଳି ଏକ ଅଜବ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରାଯାଇଛି । ଏହାଦ୍ବାରା ସିଆଇଏସ୍‌ସିଇ, ସିବିଏସ୍‌ଇ ବୋର୍ଡ ଅଧୀନରେ ଦଶମ ପାସ୍‌ କରିଥିବା ବହୁ ଛାତ୍ରଛାତ୍ରୀ ଯୁକ୍ତ୨ରେ ନାମଲେଖାରୁ ବଞ୍ଚିତ ହେବାକୁ ଯାଉଛନ୍ତି । ଆଗରୁ…

Read More